ପେଟ୍ରୋଲ ଓ ଡିଜେଲ ଉପରୁ ୩ ଟଙ୍କା ଭାଟ୍ ହ୍ରାସ କଲେ ଓଡ଼ିଶା ସରକାର

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଭୁବନେଶ୍ୱର: ଦୀପାବଳି ରେ ଭେଟି ଦେଲେ ଓଡ଼ିଶା ସରକାର। ପେଟ୍ରୋଲ ଓ ଡିଜେଲ ଉପରୁ ୩ ଟଙ୍କା ଭାଟ୍ ହ୍ରାସ ହୋଇଥିବା ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ଭାଟ୍ ହ୍ରାସ ନଭେମ୍ବର ୫ ତାରିଖ ମଧ୍ୟରାତ୍ରରୁ ଲାଗୁ ହେବ। ଗତକାଲି କେନ୍ଦ୍ର ସରକାର ପେଟ୍ରୋଲ ଲିଟର ପିଛା ଦର ୫ ଟଙ୍କା ଓ ଡିଜେଲ ଦର ୧୦ ଟଙ୍କା ହ୍ରାସ କରିଥିଲେ।

powered by social2s