ବୈତରଣୀ ନଦୀରେ ବୁଡ଼ି ନାବାଳକ ମୃତ

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଆନନ୍ଦପୁର: କେନ୍ଦୁଝର ଜିଲ୍ଲା ନଦୀରେ ବୁଡ଼ି ଜଣେ ନାବାଳକ ର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ମୃତକ ରୁଦ୍ର ପ୍ରସାଦ ସାହୁ ନଦୀରେ ଗାଧୋଇବା ବେଳେ ବୁଡ଼ି ଯାଇଥିବା କହିଛନ୍ତି ସ୍ଥାନୀୟ ଲୋକ। ବୈତରଣୀ ନଦୀ ପଦ୍ମପୁର ଘାଟ ରେ ଘଟିଛି ଅଘଟଣ।

powered by social2s