ନଭେମ୍ବର ୯ ସୁଦ୍ଧା ଲଘୁଚାପ ସମ୍ଭାବନା

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଭୁବନେଶ୍ୱର: ନଭେମ୍ବର ୯ ତାରିଖରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଦକ୍ଷିଣ - ପୂର୍ବ ବଙ୍ଗପୋସାଗରରେ ସୃଷ୍ଟି ହୋଇପାରେ ଲଘୁଚାପ । ଏନେଇ ସୂଚନା ଦେଇଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ।ତେବେ ନଭେମ୍ବର ୮ ତାରିଖ ପଯ୍ୟନ୍ତ ରାଜ୍ୟର ସବୁ ଜିଲ୍ଲାରେ ଶୁଖିଲା ପାଗ ରହିବ ।

powered by social2s