କଳାହାଣ୍ଡି: କଳାହାଣ୍ଡି ଜିଲ୍ଲା ଶଗଡ଼ା ଜଙ୍ଗଲରେ ପୋଲିସ ଓ ମାଓବାଦୀ ମଧ୍ୟରେ ଗୁଳି ବିନିମୟ ହୋଇଛି । କମ୍ବିଂ ଅପରେଶନ ବେଳେ ମାଓବାଦୀ ମାନେ ପ୍ରଥମେ ପୋଲିସ ଉପରକୁ ଗୁଳି ଚଳାଇଥିଲେ । ପୋଲିସର ପାଲଟା ଗୁଳି ଚାଳନାରେ ମାଓବାଦୀମାନେ ଛତ୍ରଭଙ୍ଗ ଦେଇଥିବା ସୂଚନା ମିଳିଛି ।
powered by social2s