ଭୁବନେଶ୍ୱର: ନଭେମ୍ବର ୧୩ ତାରିଖରେ ଆଣ୍ଡାମାନ ସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି।
ପରବର୍ତ୍ତୀ ୪୮ ଘଣ୍ଟାରେ ଏହା ଆହୁରି ଘନିଭୂତ ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।
ପଶ୍ଚିମ- ଉତ୍ତର ପଶ୍ଚିମ ଦିଗରେ ଏହା ଗତି କରିବାର ସମ୍ଭାବନା ରହିଥିବା ଜଣାପଡିଛି।
powered by social2s

