ଭୁବନେଶ୍ୱର: ଦକ୍ଷିଣ ବଙ୍ଗୋପସାଗରରେ ସୃଷ୍ଟି ଅବପାତ ସକ୍ରିୟ ହୋଇଥିବା ସୂଚନା ମିଳିଛି। ଏହା ପ୍ରଭାବରେ ଓଡ଼ିଶାର ଦକ୍ଷିଣ ଆଭ୍ୟନ୍ତରୀଣ ଓ କିଛି ଉପକୂଳ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଆଜି ସନ୍ଧ୍ୟାରେ ସ୍ଥଳଭାଗ ଅତିକ୍ରମ କରିବ ଅବପାତ।
powered by social2s