ଲଘୁଚାପ ପ୍ରଭାବରେ ଓଡ଼ିଶାରେ ଲାଗି ରହିଛି ବର୍ଷା

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଭୁବନେଶ୍ୱର: ଲଘୁଚାପ ପ୍ରଭାବରେ ଓଡ଼ିଶାର ବିଭିନ୍ନ ସ୍ଥାନରେ ଲାଗି ରହିଛି ପ୍ରବଳ ବର୍ଷା ।ଗୋଟିଏ ଲଘୁଚାପ ଦୁର୍ବଳ ହେବା ପରେ ଆଉ ଗୋଟିଏ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ୨୪ ଘଣ୍ଟାରେ ଏହା ଅଧିକ ଘନୀଭୂତ ହୋଇ ଅବପାତ ର ରୂପ ନେବ। ଏହା ପ୍ରଭାବରେ ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।କାଲିଠୁ ନଭେମ୍ବର ୧୭ ତାରିଖ ପର୍ଯ୍ୟନ୍ତ ଉତ୍ତର ଓ ଉପକୂଳ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ପୂର୍ବନମନ କରିଛି ପାଣିପାଗ ବିଭାଗ ।

powered by social2s