ବଣାଇ: ସୁନ୍ଦରଗଡ଼ ଜିଲ୍ଲା ବଣାଇ ବନଖଣ୍ଡ ଖଜୁରୀବାହାଲ ରେ ଏକ ଦନ୍ତା ହାତୀର ମୃତ୍ୟୁ ହୋଇଛି । ବାରହା ପାଇଁ ବିଛା ଯାଇଥିବା ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ହାତୀଟିର ମୃତୁ ହୋଇଥିବା ଜଣାପଡ଼ିଛି । ଘଟଣାସ୍ଥଳେ ପହଞ୍ଚି ବନ ବିଭାଗ କର୍ମଚାରୀ ତଦନ୍ତ ଆରମ୍ଭ କରିଛନ୍ତି ।
powered by social2s