ଭୁବନେଶ୍ୱର: ଓଡ଼ିଶାରେ ଆସନ୍ତା ୪୮ ଘଣ୍ଟା ପରେ ବଢ଼ିବ ଶୀତର ପ୍ରଭାବ। ରାତି ତାପମାତ୍ରା ୨ ରୁ ୪ ଡିଗ୍ରୀ ଖସିବା ସମ୍ଭାବନା ରହିଛି। ଦୁଇ ଦିନ ଯାଏଁ ତାପମାତ୍ରାରେ ପରିବର୍ତ୍ତନ ସମ୍ଭାବନା ନାହିଁ ବୋଲି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି।
powered by social2s