ଓଡ଼ିଶା ବିଧାନସଭାର ଶୀତ ଅଧିବେଶନ ଆରମ୍ଭ

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଭୁବନେଶ୍ୱର: ଓଡ଼ିଶା ବିଧାନସଭାର ଶୀତ ଅଧିବେଶନ ଆରମ୍ଭରେ କଂଗ୍ରେସ ପକ୍ଷରୁ ପ୍ରତିବାଦ କରାଯାଇଛି। ବିଧାନସଭା ପ୍ରବେଶ ପଥରେ ଶିକ୍ଷୟିତ୍ରୀ ମମିତା ମେହେରଙ୍କୁ ନ୍ୟାୟ ଦାବିରେ ଧାରଣା ଦେଲେ କଂଗ୍ରେସ ବିଧାୟକ। ଅଧିବେଶନରେ ଭିଡିଓ କନ୍ଫରେନ୍ସ ରେ ଯୋଡ଼ି ହେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଦିବଂଗତ ସଦସ୍ୟଙ୍କ ପାଇଁ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ। କରୋନା ଯୋଦ୍ଧାଙ୍କ ପାଇଁ ଶୋକ ପ୍ରସ୍ତାବ ଆଣିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଡିସେମ୍ବର ୩୧ ତାରିଖ ଯାଏଁ ଚାଲିବ ଶୀତ ଅଧିବେଶନ।

powered by social2s