ଭୁବନେଶ୍ୱର: ସାମ୍ଭାବ୍ୟ ବାତ୍ୟା ମୁକାବିଲା ପାଇଁ ପୁରୀ ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ପୁରୀରେ ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି। ମୁଖ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଆଜି ବାତ୍ୟା ଆଶ୍ରୟସ୍ଥଳୀ ପ୍ରସ୍ତୁତ ରଖିବାକୁ ନିର୍ଦେଶ ଦେଇଛନ୍ତି। ଜରୁରୀକାଳୀନ ପରିସ୍ଥିତି ପାଇଁ ସଜାଗ ରହିବାକୁ କହିଛନ୍ତି ମହାପାତ୍ର।
powered by social2s

