ସମ୍ଭାବ୍ୟ ବାତ୍ୟା ପାଇଁ ଦୁଇ ଦିନ ବନ୍ଦ ରହିବ ଶିମିଳିପାଳ

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ବାରିପଦା:ପର୍ଯ୍ୟଟକଙ୍କ ପାଇଁ ଦୁଇ ଦିନ ବନ୍ଦ ରହିବ ମୟୂରଭଞ୍ଜ ଜିଲ୍ଲାରେ ଥିବା ଶିମିଳିପାଳ ଅଭୟାରଣ୍ୟ । ଆସନ୍ତା ଶନିବାର ଓ ରବିବାର ଅଭୟାରଣ୍ୟ ବନ୍ଦ ରହିବ ବୋଲି ବନବିଭାଗ ପକ୍ଷରୁ ସୂଚନା ମିଳିଛି ।ସମ୍ଭାବ୍ୟ ବାତ୍ୟା କୁ ଦୃଷ୍ଟି ରେ ରଖି ନିଆଯାଇଛି ଏହି ନିଷ୍ପତ୍ତି ।

powered by social2s