ଭୁବନେଶ୍ବରରେ ରାସ୍ତାରେ ଶୋଇଥିବା ବ୍ୟକ୍ତିଙ୍କ ଉପରେ ଚଢ଼ିଗଲା ବସ୍

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଭୁବନେଶ୍ୱର: ଫାୟାର ଷ୍ଟେସନ ନିକଟରେ ଜଣେ ବ୍ୟକ୍ତିଙ୍କ ଉପରେ ଚଢ଼ିଗଲା ବସ୍। ଘଟଣାସ୍ଥଳରେ ରାସ୍ତାରେ ଶୋଇଥିବା ବ୍ୟକ୍ତିଙ୍କ ମୃତ୍ୟୁ ହୋଇଛି। ଖବର ପାଇ ପୁଲିସ ଘଟଣା ପହଞ୍ଚି ବସ୍ କୁ ଚିହ୍ନଟ କରିବାକୁ ଉଦ୍ୟମ ଆରମ୍ଭ କରିଛି।

powered by social2s