ଭୁବନେଶ୍ୱର: ତିନି ଦିନ ପରେ ଓଡିଶାକୁ ଫେରିବ ଶୀତ, ସ୍ୱଭାବିକ ଠାରୁ ୩ ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ କମିପାରେ ତାପମାତ୍ରା।
ଆଜି ସକାଳୁ କନ୍ଧମାଳ ଜିଲ୍ଲାର ବାଲିଗୁଡା ଅଞ୍ଚଳରେ ଘନ କୁହୁଡିର ଆସ୍ତରଣ ଦେଖିବାକୁ ମିଳିଥିଲା।
ସେହିପରି ଓଡ଼ିଶାର କାଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ସର୍ବନିମ୍ନ ତାପମାତ୍ରା ୧୧.୫ ଡିଗ୍ରୀ ରେକର୍ଡ କରାଯାଇଛି।
powered by social2s

