ପୁରୀ: ଡିସେମ୍ବର ୩୧ ଓ ଜାନୁଆରୀ ୧ ତାରିଖରେ ବନ୍ଦ ରହିବ ପୁରୀ ଶ୍ରୀମନ୍ଦିର । ଛତିଶା ନିଯୋଗ ବୈଠକ ପରେ ଏହି ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡକ୍ଟର କ୍ରିଷନ କୁମାର ।ବୈଠକ ରେ ପହିଲି ଭୋଗ , ମକର ସଂକ୍ରାନ୍ତି ଓ ଦେବାଭିଷେକ ନୀତି ନିର୍ଘଣ୍ଟ ଚୂଡ଼ାନ୍ତ ହୋଇଛି ।ବୈଠକରେ ସେବାୟତଙ୍କ ସହ ମନ୍ଦିର ପ୍ରଶାସନର ଅଧିକାରୀମାନେ ଉପସ୍ଥିତ ଥିଲେ ।
powered by social2s

