ଭୁବନେଶ୍ୱର: ଫନି ବାତ୍ୟା ପ୍ରଭାବିତଙ୍କ ପାଇଁ ୧.୮୪ ଲକ୍ଷ ଗ୍ରାମୀଣ ଘର ଦାବି କରି ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।ଏଥିସହ ଆଦିବାସୀ ଅଞ୍ଚଳରେ ୧୩ ଲକ୍ଷ ପ୍ରଧାନମନ୍ତ୍ରୀ ଆବାସ ଯୋଗାଇବାକୁ ଚିଠି ଲେଖିଲେ ।୧୩ ଲକ୍ଷ ହିତାଧିକାରୀଙ୍କ ମଧ୍ୟରୁ ଅଧିକାଂଶ KBK ଅଞ୍ଚଳ ର ବୋଲି ଲେଖିଛନ୍ତି ମୁଖ୍ୟମନ୍ତ୍ରୀ ।
powered by social2s

