ଭୁବନେଶ୍ୱର: ଆସନ୍ତା ୧୮ ତାରିଖରେ ରାଜ୍ୟ କ୍ରୀଡ଼ା, ଯୁବସେବା ଓ ସୂଚନା ପ୍ରଯୁକ୍ତି ମନ୍ତ୍ରୀ ତୁଷାରକାନ୍ତୀ ବେହେରାଙ୍କ ଦିନିକିଆ ବାଲେଶ୍ବର ଗସ୍ତ କାର୍ଯ୍ୟକ୍ରମ ରହିଛି। ଏହି ଅବସରରେ କ୍ରୀଡା ଭିତ୍ତିଭୂମି ଓ ଅନ୍ୟାନ୍ୟ ପ୍ରକଳ୍ପର ଶିଳାନ୍ୟାସ କରିବାର କାର୍ଯ୍ୟକ୍ରମ ରହିଛି। ଏଥିରେ ରେମୁଣା ବ୍ଲକ ଅନ୍ତର୍ଗତ ବରୁଣସିଂ ଗ୍ରାମପଞ୍ଚାୟତ ର ରୂପବାଲି ଖେଳ ପଡିଆରେ ମିନି ଷ୍ଟାଡିୟମର ଶିଳାନ୍ୟାସ କରିବେ।
powered by social2s

