ଦେବଗଡ଼: ଦେବଗଡ଼ ଜିଲ୍ଲା ତିଲେଇବେଣୀ ବ୍ଲକ ଅନ୍ତର୍ଗତ ସାଲୋହି ଗାଁରେ ହାତୀ ଆକ୍ରମଣରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ସାଲୋହି ଗାଁର ଜୟରାମ କିଷାନ। ଶୌଚ ପାଇଁ ଘରୁ ବାହାରକୁ ଯାଇଥିବା ବେଳେ ତାଙ୍କୁ ଆକ୍ରମଣ କରିଥିଲା ହାତୀ।
powered by social2s