ସୂର୍ଯ୍ୟ ପରାଗ ପାଇଁ ଅକ୍ଟୋବର ୨୫ ସରକାରୀ ଛୁଟି ଘୋଷଣା

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଭୁବନେଶ୍ୱର: ଆସନ୍ତା ୨୫ ତାରିଖ ମଙ୍ଗଳବାର ଦିନ ସୂର୍ଯ୍ୟ ପରାଗ ପଡୁଥିବାରୁ ଉକ୍ତ ଦିନଟିକୁ ଓଡ଼ିଶା ସରକାର ଛୁଟି ଘୋଷଣା କରିଛନ୍ତି । ତଦନୁଯାୟୀ ଆସନ୍ତା ୨୫  ତାରିଖ ଦିନ ରାଜ୍ୟର ସମସ୍ତ ସରକାରୀ ଅଫିସ, ସ୍କୁଲ କଲେଜ ଆଦି ସମସ୍ତ ଶିକ୍ଷାନୁଷ୍ଠାନ,ରାଜସ୍ବ ବିଭାଗୀୟ କୋର୍ଟ, ବ୍ୟାଙ୍କ ଏବଂ ଅନ୍ୟ ବ୍ୟାଙ୍କିଙ୍ଗ ଅନୁଷ୍ଠାନ ଗୁଡ଼ିକ ବନ୍ଦ ରହିବ ।

powered by social2s