ପିପିଲି ବଜାରରେ ଗୁଳିକାଣ୍ଡ

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ପୁରୀ: ପିପିଲି ବଜାରରେ ଗୁଳିକାଣ୍ଡ। ଯୁବକଙ୍କ ଜଙ୍ଘରେ ବାଜିଛି ଗୁଳି। ଗୁଳି ମାଡରେ ଜଣେ ଯୁବକ ଗୁରୁତର ଆହତ ହୋଇଛନ୍ତି। ପୂର୍ବ ଶତ୍ରୁତାର ଗୁଳିମାଡ଼ ହୋଇଥିବା ସୂଚନା ମିଳିଛି। ଘଟଣାସ୍ଥଳରେ ଚାପା ଉତ୍ତେଜନା ଦେଖିବାକୁ ମିଳିଛି। ଆହତ ଯୁବକଙ୍କୁ କ୍ୟାପିଟାଲ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି।

powered by social2s