କାମାକ୍ଷାନଗର: ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଥାନା ବଡ଼ସୁଆଁଳ ଗାଁରେ ବାଣ ବିସ୍ଫୋରଣ ଘଟି ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩ ଜଣ ଗୁରୁତର ଆହତ ହୋଇଛନ୍ତି। ବିସ୍ଫୋରଣରେ ୪ ଜଣ ଗୁରୁତର ଆହତ ହେବାରୁ ସେମାନନଙ୍କୁ କଟକ ବଡ଼ ମେଡିକାଲ ସ୍ଥାନାନ୍ତର କରାଯାଇଥିଲା। ଚିକିତ୍ସା ବେଳେ ଜଣଙ୍କର ମୃତ୍ୟୁ ହୋଇଛି।
powered by social2s

