ବାରିପଦାରେ ଗୋଷ୍ଠୀ ସଂଘର୍ଷ

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ବାରିପଦା: ମୟୁରଭଞ୍ଜ ଜିଲ୍ଲା ବାରିପଦା ରଘୁନାଥପୁରରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ହୋଇଛି। ଗୋଷ୍ଠୀ ସଂଘର୍ଷରେ ୮ ଜଣ ଆହତ ହୋଇଛନ୍ତି। ସମସ୍ତ ଆହତ ବାରିପଦା ପିଆରଏମ୍ ହସ୍ପିଟାଲ୍ ରେ ମେଡିକାଲ ରେ ଭର୍ତ୍ତି ହୋଇଛନ୍ତି। ବାଇକ୍ ଦୁର୍ଘଟଣାକୁ କେନ୍ଦ୍ର କରି ଏପରି ଘଟଣା ଘଟିଥିବା ସୂଚନା ମିଳିଛି।

powered by social2s