କଂଗ୍ରେସ ଅଧ୍ୟକ୍ଷ ଭାବେ ଦାୟିତ୍ୱ ନେବେ ମଲ୍ଲିକାର୍ଜୁନ ଖଡଗେ

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ନୂଆଦିଲ୍ଲୀ: ଆଜି ନୂଆଦିଲ୍ଲୀସ୍ଥିତ AICC କାର୍ଯ୍ୟାଳୟରେ କଂଗ୍ରେସ ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିବେ ମଲ୍ଲିକାର୍ଜୁନ ଖଡଗେ। ଏନେଇ ଦିଲ୍ଲୀ AICC କାର୍ଯ୍ୟାଳୟରେ ସ୍ୱତନ୍ତ୍ର ପ୍ରସ୍ତୁତି କରାଯାଇଛି।ଏହି କାର୍ଯ୍ୟକ୍ରମରେ କାର୍ଯ୍ୟକାରିଣୀ ସଦସ୍ୟ, ପିସିସି ମୁଖ୍ୟ, ସମସ୍ତ ସାଂସଦଙ୍କୁ ନିମନ୍ତ୍ରଣ କରାଯାଇଛି। ପୂର୍ବତନ ପିସିସି ମୁଖ୍ୟ, ବିଧାୟକ ଦଳ ନେତା ଏବଂ AICC କର୍ମକର୍ତ୍ତା ବି କାର୍ଯ୍ୟକ୍ରମରେ ଯୋଗଦେବେ। ଦୀର୍ଘ ୨୫ ବର୍ଷ ପରେ ପ୍ରଥମ ଥର ପାଇଁ ଅଣ ଗାନ୍ଧି ପରିବାରରୁ କଂଗ୍ରେସ ଅଧ୍ୟକ୍ଷ ଭାବେ ଦାୟିତ୍ୱ ନେବେ ମଲ୍ଲିକାର୍ଜୁନ ଖଡଗେ।

powered by social2s