କଟକ: ଚିଲିକା ଓ ଭିତରକନିକା ଆର୍ଦ୍ରଭୂମି ସୁରକ୍ଷାକୁ ନେଇ ହାଇକୋର୍ଟରେ ମାମଲା। ଚିଲିକା ଓ ଭିତରକନିକାକୁ ଡ୍ରୋନ୍ କ୍ୟାମେରା ଜରିଆରେ ନଜର ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ବେଆଇନ ଚିଙ୍ଗୁଡ଼ି ଘେରି ଉପରେ ନଜର ରଖିବାକୁ ମଧ୍ଯ ନିର୍ଦ୍ଦେଶ ଦିଆଯାଇଛି।
powered by social2s