ଧଉଳି: ଆଜି ବିଶ୍ୱ ଐତିହ୍ୟ ଧଉଳି ଶାନ୍ତିସ୍ତୁପର ସୁବର୍ଣ୍ଣ ଜୟନ୍ତୀ ଉତ୍ସବ ପାଳନ କରାଯାଉଛି। ଦେଶ ବିଦେଶରୁ ଆସିଛନ୍ତି ଶତାଧିକ ବୌଦ୍ଧ ଭିକ୍ଷୁ ଓ ସାଧୁ ସନ୍ଥ। ପୂଜାପାଠ, ମନ୍ତ୍ର ଉଚ୍ଚାରଣ ଓ ଶାନ୍ତି ପ୍ରାର୍ଥନା କରାଯିବ। ମୁଖ୍ୟ ଅତିଥି ଭାବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
powered by social2s

