ବାଣ ତିଆରି ସମୟରେ ବିସ୍ଫୋରଣ, ଜଣେ ମୃତ

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଗଞ୍ଜାମ: ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ସହର କରଣସାହିରେ ସକାଳୁ ସକାଳୁ ନିଜ ଘର ଛାତରେ ବାଣ ତିଆରି କରୁଥିବା ବେଳେ ବିସ୍ଫୋରଣ। ବିସ୍ଫୋରଣରେ ଜଣେ ଯୁବକଙ୍କର ମୃତ୍ଯୁ ହୋଇଥିବା ସୂଚନା ମିଳିଛି। ବିସ୍ଫୋରଣ ପରେ ଯୁବକଙ୍କୁ ସଙ୍ଗେସଙ୍ଗେ ସ୍ଥାନୀୟ ଚିକିତ୍ସାଳୟକୁ ନିଆଯାଇଥିଲା କିନ୍ତୁ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

powered by social2s