ପୁରୀ: ପୁରୀ ଶ୍ରୀମନ୍ଦିରରୁ ପୁଣି ଖସିଲା ପଥର। ଶ୍ରୀମନ୍ଦିରର ଜଗମୋହନ ବାହାର ପାର୍ଶ୍ୱ ମାଜଣା ମଣ୍ଡପ ପାଖ ଚର୍ଚ୍ଚା ଘରୁ ଖସିଲା ପଥର । ଜେଟିପି ଚର୍ଚ୍ଚାଘର ବାହାର ପାର୍ଶ୍ୱରୁ ଗୋଟିଏ ଛୋଟ ପଥର ଖସିଛି । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ASIକୁ ଅବଗତ କରାଯାଇଛି।
powered by social2s