ଆରପାରିରେ ଶତାୟୁ ସ୍ୱାଧୀନତା ସଂଗ୍ରାମୀ ବିଶ୍ୱନାଥ ଦାସ

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଜଗତସିଂହପୁର: ବାଲିକୁଦା ଗାନ୍ଧୀ ଭାବେ ପରିଚିତ ଶତାୟୁ ସ୍ୱାଧୀନତା ସଂଗ୍ରାମୀ ବିଶ୍ୱନାଥ ଦାସଙ୍କ ପରଲୋକ । କଟକସ୍ଥିତ ଶ୍ରୀରାମଚନ୍ଦ୍ର ଭଞ୍ଜ ଭେଷଜ ମହାବିଦ୍ୟାଳୟରେ ଚିକିତ୍ସିତ ହେଉଥିବା ବେଳେ ଆଜି ତାଙ୍କର ମୃତ୍ୟୁ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୧୦୬ ବର୍ଷ ହୋଇଥିଲା । ସେ ଦୁଇଥର ରାଷ୍ଟ୍ରପତିଙ୍କଠାରୁ ପୁରସ୍କୃତ ହୋଇଥିଲେ ।

powered by social2s