ଭୁବନେଶ୍ୱର: ଆସନ୍ତା ନଭେମ୍ବର ୨୩ରୁ ମାଟ୍ରିକ ସମ୍ମେଟିଭ୍ ଆସେସମେଣ୍ଟ-୧ ପରୀକ୍ଷା। ନଭେମ୍ବର ୨୩ ରୁ ନଭେମ୍ବର ୩୦ ତାରିଖ ପର୍ଯ୍ୟନ୍ତ ମାଟ୍ରିକ ସମ୍ମେଟିଭ୍ ପରୀକ୍ଷା ଅନୁଷ୍ଠିତ ହେବ। ପରୀକ୍ଷା ନେଇ ପ୍ରେସମିଟ୍ରେ ବୋର୍ଡ କର୍ତ୍ତୃପକ୍ଷଙ୍କ ପକ୍ଷରୁ ସୂଚନା ଦିଆଯାଇଛି।
powered by social2s