ଡିସେମ୍ବର ୫ ରେ ପଦ୍ମପୁର ଭୋଟ୍

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଭୁବନେଶ୍ୱର: ପଦ୍ମପୁର ବିଧାନସଭା ଉପନିର୍ବାଚନ ପାଇଁ ତାରିଖ ଘୋଷଣା ହୋଇଛି। ଡିସେମ୍ବର ୫ ତାରିଖରେ ହେବ ଭୋଟ୍। ନଭେମ୍ବର ୧୭ ନାମାଙ୍କନ ଦାଖଲର ଶେଷ ତାରିଖ। ନଭେମ୍ବର ୧୮ ରେ ପ୍ରାର୍ଥୀପତ୍ର ଯାଞ୍ଚ, ୨୧ ରେ ନାମାଙ୍କନ ପ୍ରତ୍ୟାହାରର ଶେଷ ତାରିଖ ଓ ୮ ରେ ଘୋଷଣା ହେବ ଫଳାଫଳ। ବିଜୟ ରଞ୍ଜନ ସିଂ ବରିହାଙ୍କ ଦେହାନ୍ତ ପରେ ଖାଲି ପଡ଼ିଛି ଆସନ।

powered by social2s