ଆସୁଛି ୨ଟି ଲଘୁଚାପ

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଭୁବନେଶ୍ୱର: ଆସୁଛି ପଛକୁ ପଛ ଦୁଇଟି ଲଘୁଚାପ। ଚଳିତ ସପ୍ତାହ ଓ ତୃତୀୟ ସପ୍ତାହରେ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଆମେରିକୀୟ ପାଣିପାଗ ବିଜ୍ଞାନୀ ଜାସନ୍ ନିକୋଲସ୍ ଲଘୁଚାପକୁ ନେଇ ପୂର୍ବାନୁମାନ କରିଛନ୍ତି। ତେବେ ସମ୍ଭାବ୍ୟ ଲଘୁଚାପ ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ କୌଣସି ସୂଚନା ମିଳିନାହିଁ।

powered by social2s