ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ଭୁବନେଶ୍ୱରରେ ସ୍କୁଲ୍ ଛୁଟି

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଭୁବନେଶ୍ୱର: ଆସନ୍ତାକାଲି ଦିନ ୧ଟା ରେ ଭୁବନେଶ୍ୱରର ସମସ୍ତ ସ୍କୁଲ୍ ଓ କଲେଜ ଛୁଟି ରହିବ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଗସ୍ତକୁ ନଜରରେ ରଖି ସରକାରୀ ଓ ଘରୋଇ ଶିକ୍ଷାନୁଷ୍ଠାନ ପାଇଁ ଏହି ନିୟମ ଲାଗୁ। କାଲି ଦିନ ୧୦:୫୦ ରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚି ପୁରୀ ଶ୍ରୀମନ୍ଦିର ଯିବେ ରାଷ୍ଟ୍ରପତି। ଭୁବନେଶ୍ୱରରେ ରାଷ୍ଟ୍ରପତି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦାନ କରିବେ। 

powered by social2s