ଡ୍ରେନରୁ ଉଦ୍ଧାର ହେଲା ନବଜାତ ଶିଶୁକନ୍ୟା

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଦେବଗଡ଼: ଦେବଗଡ ଜିଲ୍ଲା ରିଆମାଳ ଥାନା ଟିଙ୍କବୀର ଗାଁ ନିକଟ ଏକ ଡ୍ରେନରୁ ଉଦ୍ଧାର ହୋଇଛି ନବଜାତ ଶିଶୁକନ୍ୟା । ସକାଳେ ଗାଁ ଲୋକେ ଶିଶୁଟିକୁ ଦେଖି ଚାଇଲ୍ଡ ଲାଇନକୁ ଖବର ଦେଇଥିଲେ । ପରେ ଉଦ୍ଧାର ଶିଶୁକନ୍ୟାକୁ ଛତାବର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି।

powered by social2s