ଆଜି ୧୨ ଘଣ୍ଟିଆ ଟିଟିଲାଗଡ଼ ବନ୍ଦ

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଟିଟିଲାଗଡ଼: ବଲାଙ୍ଗୀର ଜିଲ୍ଲାର ଟିଟିଲାଗଡ଼କୁ ଜିଲ୍ଲା ମାନ୍ୟତା ଦାବିରେ ଆଜି ୧୨ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି। କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଏହି ବନ୍ଦ ଡାକରା ଦିଆଯାଇଛି। ସମସ୍ତ ଦୋକାନ, ବଜାର, ସ୍କୁଲ୍, କଲେଜ, ସରକାରୀ ଓ ବେସରକାରୀ କାର୍ଯ୍ୟାଳୟ ବନ୍ଦ ରହିଛି। ଜରୁରୀ ସେବାକୁ ବନ୍ଦରୁ ବାଦ୍ ଦିଆଯାଇଛି। ସେପଟେ କଣ୍ଟାବାଞ୍ଜିକୁ ସ୍ୱତନ୍ତ୍ର ଜିଲ୍ଲା ମାନ୍ୟତା ଦାବିରେ ୧୨ ଘଣ୍ଟିଆ ବନ୍ଦ ପାଳନ କରୁଛି କଣ୍ଟାବାଞ୍ଜି ଜିଲ୍ଲା ସଂଘର୍ଷ ସମିତି।

powered by social2s