ଭୁବନେଶ୍ୱର: ସ୍ୱୟଂ ସହାୟକ ଗୋଷ୍ଠୀ ମାନଙ୍କୁ ବିନା ସୁଧରେ ପ୍ରଦାନ କରାଯାଉଥିବା ଋଣ ପରିମାଣରେ ବୃଦ୍ଧି । ମିଶନ ଶକ୍ତି ଋଣ ୩ ଲକ୍ଷରୁ ୫ ଲକ୍ଷକୁ ବୃଦ୍ଧି କଲେ ଓଡ଼ିଶା ସରକାର। ଏନେଇ ବିଧାନସଭାରେ ମିଶନ ଶକ୍ତି ବିଭାଗ ମନ୍ତ୍ରୀ ବାସନ୍ତୀ ହେମ୍ବ୍ରମ ସୂଚନା ଦେଇଛନ୍ତି।
powered by social2s