ଅନୁଗୁଳ: ଅନୁଗୁଳ ଜିଲ୍ଲା ପାଲଲହଡ଼ା ବ୍ଲକ ଗଡ଼ଜଙ୍ଗ ୟୁପି ସ୍କୁଲର ମଧ୍ୟାହ୍ନ ଭୋଜନ ଖାଇ ଛାତ୍ରଛାତ୍ରୀ ଅସୁସ୍ଥ। ସ୍କୁଲରେ ମଧ୍ୟାହ୍ନ ଭୋଜନ ଖାଇ ୧୫ରୁ ଉର୍ଦ୍ଧ୍ୱ ଛାତ୍ରଛାତ୍ରୀ ଅସୁସ୍ଥ ହୋଇଥିବା ସୂଚନା ମିଳିଛି। ଅସୁସ୍ଥ ଛାତ୍ରଛାତ୍ରୀଙ୍କୁ ଖମାର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି।
powered by social2s

