ଭୁବନେଶ୍ୱର: ଓଡ଼ିଶା ହାଇକୋର୍ଟରେ ହାଇସିକ୍ୟୁରିଟି ନମ୍ବର ପ୍ଲେଟ୍ ମାମଲାରେ ସତ୍ୟପାଠ ଦାଖଲ କଲେ ରାଜ୍ୟ ସରକାର। ସୂଚନା ଅନୁଯାୟୀ, ୧, ୨, ୩, ୪ ନମ୍ବର ପାଇଁ ଆଉ ମାସେ ସମୟସୀମା ବୃଦ୍ଧି, ଡିସେମ୍ବର ୩୧ ଯାଏଁ ସମୟ ବୃଦ୍ଧି ନେଇ ସତ୍ୟପାଠରେ ଉଲ୍ଲେଖ ରହିଛି। ବୁକିଂ ହୋଇଥିଲେ କୌଣସି କାର୍ଯ୍ୟାନୁଷ୍ଠାନ ହେବନି ବୋଲି କହିଲେ ହାଇକୋର୍ଟ।
powered by social2s

