ଆରମ୍ଭ ହେଲା ମେକ୍ ଇନ୍ ଓଡ଼ିଶା କନକ୍ଲେଭ-୩

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଭୁବନେଶ୍ୱର: ଭୁବନେଶ୍ୱରରେ ଆରମ୍ଭ ହେଲା ମେକ୍ ଇନ୍ ଓଡ଼ିଶା କନକ୍ଲେଭ-୩। ବହୁ ଆଡମ୍ବରର ସହିତ ଭୁବନେଶ୍ୱର ଜନତା ମଇଦାନରେ ଆରମ୍ଭ ହୋଇଛି ମେକ୍ ଇନ୍ ଓଡ଼ିଶା କନକ୍ଲେଭ। ଏନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆସନ୍ତା ୫ ଦିନ ପାଇଁ ଭୁବନେଶ୍ୱର ଜନତା ମଇଦାନରେ ମେକ୍ ଇନ୍ ଓଡ଼ିଶା କନକ୍ଲେଭର ଆୟୋଜନ କରାଯାଇଛି। ଏହି କନକ୍ଲେଭରେ ୧୦୦ରୁ ଅଧିକ ଶିଳ୍ପପତି ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।

powered by social2s