ବାଲେଶ୍ଵର ଜିଲ୍ଲା ମେଡିକାଲରେ ପ୍ରସବ ପରେ ମହିଳାଙ୍କ ମୃତ୍ୟୁ

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ବାଲେଶ୍ଵର: ବାଲେଶ୍ୱର ଜିଲ୍ଲା ମେଡିକାଲରେ ପ୍ରସବ ପରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି। ଡାକ୍ତରଙ୍କ ଚିକିତ୍ସା ଅବହେଳା ଯୋଗୁଁ ପ୍ରସୂତୀଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ କଲେ ପରିବାର ଲୋକେ। ଜିଲ୍ଲାପାଳଙ୍କ ନିକଟରେ ଅଭିଯୋଗ ପରେ ତଦନ୍ତ ନିର୍ଦେଶ ଦେଲେ ସିଡିଏମଓ। ତଦନ୍ତ କରି ରିପୋର୍ଟ ଦେବାକୁ ଜିଲ୍ଲାପାଳ ଦେଇଛନ୍ତି ନିର୍ଦେଶ।

powered by social2s