ବଣାଇ: ବଣାଇକୁ ଜିଲ୍ଲା ମାନ୍ୟତା ଦାବିରେ ଆଜି ୬ ଘଣ୍ଟିଆ ବନ୍ଦ ପାଳନ। ବଣାଇ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ୬ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି। ବନ୍ଦର ପ୍ରଭାବର ଜାତୀୟ ରାଜପଥ, ଶିକ୍ଷାନୁଷ୍ଠାନ, ଦୋକାନ ବଜାରରେ ଦେଖାଯିବ।
powered by social2s