ଭଦ୍ରକ: ଭଦ୍ରକ ଜିଲ୍ଲାରେ ବିଷାକ୍ତ ଫଳ ଖାଇ ୧୫ରୁ ଅଧିକ ଛାତ୍ରଛାତ୍ରୀ ଅସୁସ୍ଥ ହୋଇଥିବା ସୂଚନା।
ଗୁରୁତର ଛାତ୍ରଛାତ୍ରୀ ଭଣ୍ଡାରିପୋଖରୀ ମେଡିକାଲରେ ଭର୍ତ୍ତି ହୋଇଛନ୍ତି।
ଭଣ୍ଡାରିପୋଖରୀ ୟୁପି ସ୍କୁଲର ପିଲାମାନେ ବିଷାକ୍ତ ଫଳ ଖାଇଥିବା ଜଣାପଡ଼ିଛି।
powered by social2s