ଭାରତୀୟ ନୌସେନା ଦିବସର ତାତ୍ପର୍ଯ୍ୟ

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଭୁବନେଶ୍ୱର: ଆଜି ହେଉଛି ଭାରତୀୟ ନୌସେନା ଦିବସ । ଏହି ଦିବସ ପ୍ରତି ବର୍ଷ ଡିସେମ୍ବର ୪ ରେ ପାଳନ କରାଯାଏ। ଭାରତୀୟ ନୌସେନା ବାହିନୀକୁ ସମ୍ମାନ ଦେବା ଏବଂ ସେମାନଙ୍କର ଅବଦାନକୁ ପ୍ରଶଂସା କରିବା ନେଇ ଏହା ଉଦ୍ଦେଶ୍ୟରେ ଏହି ଦିବସ ପାଳନ କରାଯାଉଛି। ୧୯୭୧ ମସିହାରେ ଭାରତ-ପାକିସ୍ତାନ ଯୁଦ୍ଧ ସମୟରେ ପାକିସ୍ତାନ ବିରୋଧରେ ଅପରେସନ୍ ଟ୍ରାଇଡେଣ୍ଟ୍‌ ଆରମ୍ଭ ହେବାର ସ୍ମୃତି ଉଦ୍ଦେଶ୍ୟରେ ଚଳିତ ବର୍ଷ ଭାରତୀୟ ନୌସେନା ଦିବସ ପାଳନ କରାଯାଉଛି।

powered by social2s