ସମୁଦ୍ର ଭିତରେ ହେଲା ଭୂକମ୍ପ

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଭୁବନେଶ୍ୱର: ବଙ୍ଗୋପସାଗରରେ ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରିକ୍ଟର ସ୍କେଲ୍‌ରେ ୫.୧ ତୀବ୍ରତାର ଭୂକମ୍ପ ଝଟ୍‌କା ନେଇ NCS ସୂଚନା ଦେଇଛି। ସକାଳ ୮ଟା ୩୨ରେ ଭୂକମ୍ପ ଅନୁଭୂତ ହୋଇଥିବା ଜଣାପଡ଼ିଛି।

powered by social2s