ଭୁବନେଶ୍ୱର: ବାତ୍ୟା ପ୍ରଭାବରେ ଓଡ଼ିଶାରେ କମିବ ଶୀତ ବଢିବ ରାତ୍ରି ତାପମାତ୍ରା। ଆଗାମୀ ୩ ଦିନ ଯାଏଁ ରାତ୍ରି ତାପମାତ୍ରା ରେ ବିଶେଷ ପରିବର୍ତ୍ତନ ର ସମ୍ଭାବନା ନଥିବା ବେଳେ ପରବର୍ତ୍ତୀ ୨ ଦିନ ମଧ୍ୟରେ ସମ୍ଭାବ୍ୟ ବାତ୍ୟା ଯୋଗୁ ରାଜ୍ୟ ମଧ୍ୟକୁ ସାମୁଦ୍ରିକ ବାୟୁର ମାତ୍ର ବୃଦ୍ଧି ସହ ରାତ୍ରି ତାପମାତ୍ରା ୨ ରୁ ୩ଡ଼ିଗ୍ରୀ ଯାଏଁ ବୃଦ୍ଧି ହେବାର ସମ୍ଭାବନା ରହିଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।
powered by social2s

