ଭୁବନେଶ୍ୱର: ଡିସେମ୍ବର ୧୦ ଓ ୧୧ ତାରିଖରେ ଦକ୍ଷିଣ ଓଡ଼ିଶାରେ ହାଲୁକା ରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ପାଣିପାଗ କେନ୍ଦ୍ର। ଘନୀଭୂତ ହେଉଛି ଗଭୀର ଅବପାତ। ଦକ୍ଷିଣ-ପୂର୍ବ ପାଶ୍ୱବର୍ତୀ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଏହା ସକ୍ରିୟ ରହିଥିବା ଜଣାପଡ଼ିଛି। ଆଜି ସନ୍ଧ୍ୟା ସୁଦ୍ଧା ବାତ୍ୟାର ରୂପ ନେବା ସମ୍ଭାବନା। ତାମିଲନାଡ଼ୁରେ ଲ୍ୟାଣ୍ଡଫଲ କରିପାରେ ବାତ୍ୟା।
powered by social2s

