ଭୁବନେଶ୍ୱର: ଓଡ଼ିଶାରେ ଜାରି ରହିଛି ଶୀତ ଲହରୀ। ରାଜ୍ୟର ୧୭ଟି ସ୍ଥାନରେ ତାପମାତ୍ରା ୧୪ ଡିଗ୍ରୀ ତଳେ ରହିଥିବା ସୂଚନା। ଝାରସୁଗୁଡ଼ାର ସର୍ବନିମ୍ନ ତାପମାତ୍ରା ୯.୮ ଡିଗ୍ରୀ ରେକର୍ଡ ହୋଇଛି। ସେହିଭଳି ଶୀତରେ ଥରୁଛି ମୟୁରଭଞ୍ଜ ଜିଲ୍ଲାରେ ଥିବା ଶିମିଳିପାଳ। ଜଶୀପୁର ରାମତୀର୍ଥରେ ୧୩ ଡିଗ୍ରୀ, ନଅଣା ଓ ଉପରବାରାକାମୁଡ଼ାରେ ତାପମାତ୍ରା ୮ଡିଗ୍ରୀ ରେକର୍ଡ କରାଯାଇଛି।
powered by social2s

