ଭୁବନେଶ୍ୱର: ଆଜିଠାରୁ ଆରମ୍ଭ ହୋଇଛି ମାଟ୍ରିକ ସମ୍ମେଟିଭ-୧ ପରୀକ୍ଷାର ଖାତା ଦେଖା। ମୋଟ ୫୬ଟି କେନ୍ଦ୍ରରେ ଖାତା ଦେଖାଯାଉଛି। ୧୨୪୦ ଶିକ୍ଷକ ଖାତା ମୂଲ୍ୟାୟନ ପକ୍ରିୟାରେ ନିୟୋଜିତ ହୋଇଛନ୍ତି। ସକାଳ ୯ଟାରୁ ଖାତା ଦେଖା ଆରମ୍ଭ ହୋଇବା ବେଳେ ୫ଟା ଯାଏ ଚାଲିବ। ୧୦ ଦିନ ମଧ୍ୟରେ ଖାତା ଦେଖା ସାରିବାକୁ ଲକ୍ଷ୍ୟ ରଖିଛି ବୋର୍ଡ।
powered by social2s

