ଯାଜପୁର; ପୂର୍ବତନ ସାଂସଦ ମୋହନ ଜେନାଙ୍କ ପରଲୋକ। ଭୁବନେଶ୍ୱରରେ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଆଜି ତାଙ୍କର ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୫ ବର୍ଷ ବୟସ ହୋଇଥିଲା। ସେ ଯାଜପୁରରୁ ୨ଥର ସାଂସଦ ନିର୍ବାଚିତ ହୋଇଥିଲେ।
powered by social2s