ସମ୍ବଲପୁରରେ ଓକିଲ ଆନ୍ଦୋଳନ ବେଳେ ଧସ୍ତାଧସ୍ତି ଘଟଣାର ଆଇନ ଅନୁସାରେ କାର୍ଯ୍ୟାନୁଷ୍ଠାନ ହେବ କହିଲେ ଏସ୍‌ପି

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

 

 

ସମ୍ୱଲପୁର: ସମ୍ବଲପୁରରେ ଓକିଲ ଆନ୍ଦୋଳନ ବେଳେ ଧସ୍ତାଧସ୍ତି ଘଟଣାର ଆଇନ ଅନୁସାରେ କାର୍ଯ୍ୟାନୁଷ୍ଠାନ ହେବ କହିଲେ ସମ୍ବଲପୁର ଏସ୍‌ପି। ସମ୍ବଲପୁରରେ ଓକିଲ ଆନ୍ଦୋଳନ ବେଳେ ଧସ୍ତାଧସ୍ତି ଘଟଣା ନେଇ ଏକ ମାମଲା ରୁଜୁ କରାଯାଇଛି। ଅଭିଯୁକ୍ତଙ୍କୁ ଚିହ୍ନଟ କରି କାର୍ଯ୍ୟାନୁଷ୍ଠାନ ନେବୁ ବୋଲି କହିଛନ୍ତି ଏସ୍ପି । ଜିଲ୍ଲା ଜଜ୍‌କୁ ଆସିବାକୁ ଦିଆଯାଇ ନାହିଁ, ଭଙ୍ଗାରୁଜା କରାଯାଇଛି, ତଦନ୍ତ କରାଯାଇ ଆଇନ ଅନୁସାରେ କାର୍ଯ୍ୟାନୁଷ୍ଠାନ ହେବ ବୋଲି ସେ କହିଛନ୍ତି।

powered by social2s