ଅନୁଗୁଳ: ଅନୁଗୁଳ ଜିଲ୍ଲା ସଦର ଥାନା ଅନ୍ତର୍ଗତ ତାରିଣୀ ମନ୍ଦିର ନିକଟରେ ସଶସ୍ତ୍ର ଡକାୟତି ହୋଇଛି।
ମା ସନ୍ତୋଷି ଭଣ୍ଡାର ଦୋକାନରୁ ୬ ଜଣ ମୁଖାଧରି ଡକାୟତ ବନ୍ଧୁକ ଓ ମାରଣାସ୍ତ୍ର ଦେଖାଇ ଲୁଟ ଦୃଶ୍ୟ ସିସି ଟିଭିରେ କଏଦ ହୋଇଛି । ଗତକାଲି ରାତି ୮ ଟାରେ ଦୋକାନର ମାଲିକ ଅମର ସାହୁ ଓ ତାଙ୍କ ବାପା ଦୋକାନରେ ବସିଥିବା ବେଳେ ଦୁଇଟି ବାଇକ୍ ରେ ୬ ଜଣ ସଶସ୍ତ୍ର ଡକାୟତ ଆସି ହଠାତ୍ ଆକ୍ରମଣ କରିଥିଲେ । ଡକାୟତ ମାନଙ୍କ ପାଖରେ ଦୁଇଟି ମାଉଜର ଓ ୪ ଟି ଖଣ୍ଡା ଥିଲା ।
powered by social2s

